ବଲାଙ୍ଗୀର
Every story that involves ବଲାଙ୍ଗୀର, ranked by how well its sources corroborate it.
This is the general feed. It is not shaped to you. Sign in to shape it
ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି - Dharitri
ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି।
Dharitri1 source1 min read
ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ - Dharitri
ମୃତକ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳର କିଶୋର ନାୟକଙ୍କ ପୁଅ ଜଗନ୍ନାଥ ନାୟକ ବୋଲି ଆଇଆଇସି ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି।
Dharitri1 source1 min read
ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ - Dharitri
ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା।
Dharitri1 source1 min read
ବଲାଙ୍ଗୀରରେ ଆୟୁର୍ବେଦ ଦିବସ: ସୁସ୍ଥ ଆହାରକୁ ନେଇ... - Dharitri
ବଲାଙ୍ଗୀର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ବୁଧବାର ୧୧ତମ ଆୟୁର୍ବେଦ ଦିବସ ପାଳିତ ହୋଇଯାଇଛି।
Dharitri1 source1 min read
You are caught up.




