Skip to content
FeedAtom

Digapahandi

Every story that involves Digapahandi, ranked by how well its sources corroborate it.

This is the general feed. It is not shaped to you. Sign in to shape it

ମା' ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ... - Dharitri

ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ ଛକ ସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି।

Dharitri1 source1 min read

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା - Dharitri

ସହରର ବସଷ୍ଟାଣ୍ଡ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଗତ ଦୁଇ ଦିନ ହେବ ବାସିନ୍ଦାମାନେ ଜଳବନ୍ଦୀ ଅବସ୍ଥାରେ ଦିନ କାଟୁଛନ୍ତି।

Dharitri1 source1 min read

You are caught up.

    Cookies

    We count visits without cookies. Analytics tools that do set cookies only run if you allow them.