Kendujhar district
Every story that involves Kendujhar district, ranked by how well its sources corroborate it.
Kendujhar district on Wikidata
This is the general feed. It is not shaped to you. Sign in to shape it
ବୋମା ଖଞ୍ଜି ବାରହା ଶିକାର ଅଭିଯୋଗ, ଦୁଇ ଜଣଙ୍କୁ ବାନ୍ଧିଲା ବନ ବିଭାଗ - Dharitri
କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ତଣ୍ଡ ବିଟ୍ରେ ବାରହା ଶିକାର ଘଟଣାରେ ବନ ବିଭାଗ ୨ ଜଣଙ୍କୁ ଗିରଫ କରିଛି।
Dharitri1 source1 min read
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ - Dharitri
ଜବତ କାଠ ଗଣ୍ଡିଗୁଡ଼ିକୁ ଟ୍ରାକ୍ଟର ଯୋଗେ ପାଟଣା ରେଞ୍ଜ କାର୍ଯ୍ୟାଳୟକୁ ଅଣାଯାଇଛି।
Dharitri1 source1 min read
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ - Dharitri
କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ।
Dharitri1 source1 min read
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା - Dharitri
କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
Dharitri1 source1 min read
୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ... - Dharitri
କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି।
Dharitri1 source1 min read
You are caught up.






