କନ୍ଧମାଳ ଜିଲ୍ଲା
Every story that involves କନ୍ଧମାଳ ଜିଲ୍ଲା, ranked by how well its sources corroborate it.
This is the general feed. It is not shaped to you. Sign in to shape it
କଲଭର୍ଟ ଧୋଇଗଲା, ଯାତାୟାତ ବନ୍ଦ ବାଇକ୍ ପାର୍ କରାଇବାକୁ ନେଉଛନ୍ତି ୨୦୦ ଟଙ୍କା - Dharitri
ପୋସ୍ଟିଡ଼ ବେହେରା: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍ରେ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି।
Dharitri1 source1 min read
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି - Dharitri
କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି।
Dharitri1 source1 min read
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ - Dharitri
କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।
Dharitri1 source1 min read
You are caught up.


