ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ - Dharitri
ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ।
Dharitri1 source1 min readFiled November 1, 2026
