ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ! - Dharitri
ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି।
Dharitri1 source1 min readFiled October 11, 2026
