'ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି' - Dharitri
ଶଙ୍ଖ ଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ନେତା ଭୃଗୁ ବକ୍ସିପାତ୍ର କହିଛନ୍ତି, ସାରା ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।
Dharitri3 sources1 min readFiled October 9, 2026
