କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ... - Dharitri
ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି କଂଗ୍ରେସର ଜେନେରାଲ ସେକ୍ରେଟାରୀ କେ.ସି. ବେଣୁଗୋପାଳ ଘୋଷଣା କରିଛନ୍ତି।
Dharitri5 sources1 min readFiled October 10, 2026
