ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ - Dharitri
‘କାଣ୍ଟେ’, ‘ସୁଟ୍ଆଉଟ ଆଟ୍ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜ୍ୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ ମୃତ୍ୟୁ ଘଟିଛି।
Dharitri2 sources1 min readFiled November 1, 2026
