ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍ - Dharitri
କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି।
Dharitri1 source1 min readFiled September 25, 2026
