ଜେଲ୍ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ - Dharitri
ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଆହତ ହୋଇଛନ୍ତି ବୋଲି ରାଜ୍ୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
Dharitri1 source1 min readFiled October 9, 2026
