ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ - Dharitri
ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ ନାବାଳକ ନିଖୋଜ ହୋଇଯାଇଛନ୍ତି।
Dharitri1 source1 min readFiled October 3, 2026
