ବିହାରରେ ମର୍ମନ୍ତୁଦ ନୌକା ଦୁର୍ଘଟଣା: ଗଙ୍ଗା ନଦୀରେ ଡଙ୍ଗା ଓଲଟି ୧୧ ଜଣଙ୍କ ମୃତ୍ୟୁ, ୪ ଲକ୍ଷ କ୍ଷତିପୂରଣ ଘୋଷଣା - Dharitri
ଗଙ୍ଗା ନଦୀରେ ପ୍ରାୟ ୧୫ରୁ ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡ଼ିବା ଫଳରେ ୧୧ ଜଣଙ୍କର ବୁଡ଼ିଯାଇ ମୃତ୍ୟୁ ଘଟିଛି।
Dharitri6 sources1 min readFiled October 13, 2026
