ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ - Dharitri
କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।
Dharitri1 source1 min readFiled September 29, 2026
