ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା - Dharitri
ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Dharitri1 source1 min readFiled September 21, 2026
