ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି - Dharitri
କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି।
Dharitri1 source1 min readFiled October 4, 2026
