ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ... - Dharitri
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ ବୋଝେଇ ସ୍କୁଟି ଜବତ କରିଛି।
Dharitri1 source1 min readFiled September 29, 2026
