ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍ପି - Dharitri
ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି।
Dharitri1 source1 min readFiled September 22, 2026