ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ - Dharitri
ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗର ପ୍ରବେଶଦ୍ୱାର ପାର୍ଶ୍ୱରେ ଥିବା ପାଚେରୀର ଇଟା ଧସିପଡ଼ିଛି।
Dharitri1 source1 min readFiled September 26, 2026
