ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର - Dharitri
ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର ମୃତ୍ୟୁ ଘଟିଛି।
Dharitri2 sources1 min readFiled September 22, 2026
