ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ - Dharitri
ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି।
Dharitri1 source1 min readFiled October 11, 2026
