ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ... - Dharitri
ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash Withdrawal) ନିୟମରେ ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି।
Dharitri1 source1 min readFiled September 23, 2026
