କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ - Dharitri
କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ ନିଯୁକ୍ତ କରାଯାଇଛି।
Dharitri1 source1 min readFiled September 23, 2026
