ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ - Dharitri
କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।
Dharitri1 source1 min readFiled October 6, 2026
