‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ...’, ଆନ୍ଦୋଳନକୁ ନେଇ ଦୀପ୍କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି... - Dharitri
କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା କରିଛନ୍ତି।
Dharitri1 source1 min readFiled September 28, 2026
