ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ - Dharitri
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ ସମଗ୍ର ଗାଁ ରେ ଆତଙ୍କ ପ୍ରକାଶ ପାଇଛି।
Dharitri1 source1 min readFiled October 5, 2026
