ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ - Dharitri
ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ୭୧ ତମ ଜନ୍ମ ବାର୍ଷିକୀ ମହୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।
Dharitri1 source1 min readFiled September 18, 2026
