ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି - Dharitri
ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି।
Dharitri1 source1 min readFiled September 29, 2026
