ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି - Dharitri
ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି।
Dharitri1 source1 min readFiled October 10, 2026
