ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି... - Dharitri
ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ ଅଫିସର ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା।
Dharitri1 source1 min readFiled September 18, 2026
