ମା' ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ... - Dharitri
ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ ଛକ ସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି।
Dharitri1 source1 min readFiled September 29, 2026
