ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର - Dharitri
ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ କୂଳ ଲଂଘି ଭୟାବହ କ୍ଷୟ ଘଟାଉଛି।
Dharitri1 source1 min readFiled September 26, 2026
