ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା'ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି... - Dharitri
କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
Dharitri1 source1 min readFiled September 30, 2026
