ୟୁଏନ୍ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର... - Dharitri
ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା ପାଇଁ କ୍ରମାଗତ ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ବ୍ୟକ୍ତି ବା ଦେଶର ଯୁକ୍ତି ଗ୍ରହଣଯୋଗ୍ୟ ନୁହେଁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଜାତିସଂଘ ସାଧାରଣ ସଭାର ୮୧ତମ ଅଧିବେଶନରେ ଉଦ୍ବୋଧନ ଦେଇ କହିଛନ୍ତି।
Dharitri2 sources1 min readFiled September 28, 2026
