ସିଡିପିଓ ମମତାରାଣୀ ଦାସଙ୍କ ଗୁଣୁପୁର ବଦଳି, କଲ୍ୟାଣସିଂହପୁରରେ ସମ୍ବର୍ଦ୍ଧନା.... - Dharitri
ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇସିଡଏସ୍) କାର୍ଯ୍ୟାଳୟ ପରିସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ମମତାରାଣୀ ଦାସଙ୍କ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।
Dharitri1 个来源阅读 1 分钟
你已经看完了。


