跳到正文

Kendujhar district

涉及Kendujhar district的每条新闻,按来源相互佐证的程度排序。

Kendujhar district 的 Wikidata 条目

这是通用信息流,没有按你的偏好调整。 登录以定制你的信息流

ବୋମା ଖଞ୍ଜି ବାରହା ଶିକାର ଅଭିଯୋଗ, ଦୁଇ ଜଣଙ୍କୁ ବାନ୍ଧିଲା ବନ ବିଭାଗ - Dharitri

କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ତଣ୍ଡ ବିଟ୍‌ରେ ବାରହା ଶିକାର ଘଟଣାରେ ବନ ବିଭାଗ ୨ ଜଣଙ୍କୁ ଗିରଫ କରିଛି।

Dharitri1 个来源阅读 1 分钟

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ - Dharitri

ଜବତ କାଠ ଗଣ୍ଡିଗୁଡ଼ିକୁ ଟ୍ରାକ୍ଟର ଯୋଗେ ପାଟଣା ରେଞ୍ଜ କାର୍ଯ୍ୟାଳୟକୁ ଅଣାଯାଇଛି।

Dharitri1 个来源阅读 1 分钟

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ - Dharitri

କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ।

Dharitri1 个来源阅读 1 分钟

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା - Dharitri

କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri1 个来源阅读 1 分钟

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ... - Dharitri

କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି।

Dharitri1 个来源阅读 1 分钟

你已经看完了。

    Cookie

    我们不用 Cookie 统计访问。会设置 Cookie 的分析工具,只在您允许后才运行。