ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ... - Dharitri
ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
Dharitri1 个来源阅读 1 分钟
你已经看完了。
