ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା - Dharitri
ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ।
Dharitri2 个来源阅读 1 分钟归档于2026年10月12日
