୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ... - Dharitri
ଏହି ଅବସରରେ ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀ (DFO) ବିପାଶା ପାରୁଲ, ଘୁମୁସର ଉତ୍ତର ବନଖଣ୍ଡ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତିଙ୍କ ସମେତ ବହୁ ଅତିଥି ଯୋଗଦେଇ ବନ୍ୟପ୍ରାଣୀ ସୁରକ୍ଷା ଓ ଜୈବବିବିଧତା ସଂରକ୍ଷଣ ଉପରେ ନିଜ ନିଜର ମତ ରଖିଥିଲେ।
Dharitri1 个来源阅读 1 分钟归档于2026年9月29日
