ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା - Dharitri
ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ ନାମ ବାଦ୍ ଦିଆଯାଇଛି।
Dharitri1 个来源阅读 1 分钟归档于2026年9月22日
