ଗଣ୍ଡ ସମାଜର ନୂଆଁଖାଇ ଭେଟ୍ଘାଟ୍, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ - Dharitri
କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ଉତ୍ସାହ, ଆନନ୍ଦ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।
Dharitri1 个来源阅读 1 分钟归档于2026年10月11日
